Tag: Flood

ବିପଦ ସଂକେତ ଉପରେ ବୈତରଣୀ ଓ ସୁବର୍ଣ୍ଣରେଖା

ବିପଦ ସଂକେତ ଉପରେ ବୈତରଣୀ ଓ ସୁବର୍ଣ୍ଣରେଖା । ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ସମେତ ଉପର ମୁଣ୍ଡରେ ଅତି ପ୍ରବଳ ବର୍ଷା ଯୋଗୁଁ ବୈତରଣୀ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢ଼ୁଛି। । ଫଳରେ ବୈତରଣୀ ଓ…

ବନ୍ୟା ପାଣିରେ ଜରୁରୀ ଅବତରଣ କଲା ରିଲିଫ୍ କାର୍ଯ୍ୟରେ ନିୟୋଜିତ ବାୟୁସେନା ହେଲିକପ୍ଟର

ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ବାୟୁସେନାର ହେଲିକପ୍ଟର । ହେଲିକପ୍ଟର ବ୍ଲେଡ୍ ଭାଙ୍ଗିଯିବାରୁ ବିହାରର ଦରଭଙ୍ଗା ଅଉରାଇ ବ୍ଲକ ବନ୍ୟା ପାଣିରେ ଜରୁରୀ ଅବତରଣ କରିଛି ରିଲିଫ୍ କାର୍ଯ୍ୟରେ ନିୟୋଜିତ ବାୟୁସେନା ହେଲିକପ୍ଟର । ହେଲିକପ୍ଟରରେ ଥିବା ୪ ସୁରକ୍ଷିତ ରହିଥିବା…

ବନ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଗତ କିଛିଦିନ ଧରି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଲଘୁଚାପ ବର୍ଷା ଲାଗି ରହିଥିବା ବେଳେ ଏହାର ପ୍ରଭାବରେ ବୁଢ଼ାବଳଙ୍ଗ, ବୈତରଣୀ,ସୁବର୍ଣ୍ଣରେଖା ଓ ଜଳକା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ଫଳରେ ବାଲେଶ୍ୱରରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି ।…

ଗୁଜରାଟରେ ବନ୍ୟା ସ୍ଥିତି; ୨ ଦିନରେ ୨୯ ମୃତ

ଜଳମଗ୍ନ ହେଲା ଗୁଜରାଟ। ଚାରିଆଡେ ଲାଗିଲା ବର୍ଷାର କର୍ଫ୍ୟୁ। ପ୍ରବଳ ବର୍ଷା ପରେ ହୋଇଛି ଜଳପ୍ରଳୟ। ବନ୍ୟା ସ୍ଥିତି ଉପୁଜିଛି। ଫଳରେ ଅଧା ରାଜ୍ୟ ପାଣିରେ ବୁଡ଼ି ଯାଇଛି। ଗତ ତିନି ଦିନ ମଧ୍ୟରେ ଏଠାରେ ୨୯ ଜଣ ପ୍ରାଣ ହରାଇ…

ଆସାମରେ ତାଣ୍ଡବ କରୁଛି ବନ୍ୟା: ୩୮ ମୃତ

ଆସାମରେ ବନ୍ୟାର ତାଣ୍ଡବ । ଆସାମ ବର୍ତ୍ତମାନ ଏକ ଭୟଙ୍କର ବନ୍ୟା ପରିସ୍ଥିତିର ସାମନା କରୁଛି । ସମ୍ପ୍ରତି ବନ୍ୟା ପରିସ୍ଥିତି ଗମ୍ଭୀର ରହିବା ସହିତ ଏଥିରେ ପ୍ରାୟ ୩୮ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି,…

ବନ୍ୟା ପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ମୌସୁମୀ ବର୍ଷା ନଜରରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁର୍ବଳ ନଦୀ…