Tag: flood-affected districts

Odisha Floods Situation: ଆସନ୍ତାକାଲି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖା ଦେଇଛି । ଏହାରି ମଧ୍ୟରେ ଆସନ୍ତାକାଲି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦିନ ୧୦ଟାରେ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳର ସର୍ଭେ କରିବେ ମୁଖ୍ୟମନ୍ତ୍ରୀ…