ତାଜା ଖବର ରାଜ୍ୟ Mahanadi Flood Alert: ମହାନଦୀକୁ ଛାଡ଼ିଦେଲେ ବାକି ସବୁ ନଦୀ ବିପଦ ସଙ୍କେତ ତଳେ: ରାଜସ୍ୱ ମନ୍ତ୍ରୀ July 31, 2026 Papirani ମହାନଦୀରେ ବନ୍ୟା ଜଳ କ୍ରମାଗତ ଭାବେ ବଢିବାରେ ଲାଗିଛି । ରାଜ୍ୟରେ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତିର ସମୀକ୍ଷା କରିବା ପରେ ରାଜ୍ୟ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀଙ୍କ କହିବା ଅନୁଯାୟୀ, ମହାନଦୀକୁ ଛାଡିଦେଲେ…
ତାଜା ଖବର ରାଜ୍ୟ Flood Situation in Odisha: ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା: ରାଜସ୍ୱ ମନ୍ତ୍ରୀ July 29, 2026 Papirani ରାଜ୍ୟର ବନ୍ୟା ପରିସ୍ଥିତି ଉପରେ ରାଜ୍ୟ ସରକାର ଚବିଶ ଘଣ୍ଟିଆ କଡ଼ା ନଜର ରଖିଛନ୍ତି। ପ୍ରଭାବିତ ପ୍ରତ୍ୟେକ ନାଗରିକଙ୍କ ସୁରକ୍ଷା ଓ କଲ୍ୟାଣ ସୁନିଶ୍ଚିତ କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଛି। ରାଜସ୍ୱ…
ତାଜା ଖବର ରାଜ୍ୟ Flood Situation in Odisha: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ July 29, 2026 Papirani ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ଆଜି ସମ୍ପୃକ୍ତ ଅଧିକାରୀଙ୍କ ସହ ବନ୍ୟା ପରିସ୍ଥିତି ସମ୍ପର୍କରେ ଏକ ବୈଠକ ପରେ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…
ତାଜା ଖବର ରାଜ୍ୟ Flood Furry Across Odisha: ରାଜ୍ୟରେ ବନ୍ୟା ସ୍ଥିତି; ଭୟଭୀତ ନହେବାକୁ ରାଜ୍ୟ ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ July 29, 2026 Papirani ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଉପରେ ସରକାର ସମ୍ପୂର୍ଣ୍ଣ ସତର୍କ ଅଛନ୍ତି। ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ବନ୍ୟା ସ୍ଥିତି ଏବଂ…
ତାଜା ଖବର ରାଜ୍ୟ Cuttack Flood Alert: ବଢୁଛି ମହାନଦୀ ଜଳସ୍ତର: କଟକଣା ଜାରି କଲେ ଜିଲ୍ଲାପାଳ July 28, 2026 Papirani ବଢୁଛି ମହାନଦୀ ଜଳସ୍ତର । ଉପର ଜଳଭଣ୍ଡାରରେ ପ୍ରବଳ ବର୍ଷା ଯୋଗୁଁ ମୁଣ୍ଡଳି ବ୍ୟାରେଜରେ ଜଳସ୍ତର ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ, ଆସନ୍ତାକାଲି ରାତି ସୁଦ୍ଧା ନଦୀ ଏହାର ସର୍ବୋଚ୍ଚ ସ୍ତରକୁ ପହଞ୍ଚିପାରେ ବୋଲି ଜଣାପଡ଼ିଛି । ମହାନଦୀରେ ବନ୍ୟା ଜଳ…
ତାଜା ଖବର ରାଜ୍ୟ Flood Alert in Odisha: ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା July 28, 2026 Papirani ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁଁ ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା ରହିଛି। ଏ ନେଇ ଆଜି ସୂଚନା ଦେଇଛନ୍ତି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ…
ତାଜା ଖବର ରାଜ୍ୟ Odisha Flood Alert: ବୈତରଣୀ ବନ୍ୟା ଆଶଙ୍କା: ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ July 6, 2026 Papirani ବୈତରଣୀ ଜଳସ୍ତର ବଢ଼ୁଥିବାରୁ ରାଜ୍ୟରେ ଦେଖାଦେଇପାରେ ଛୋଟ ବନ୍ୟା । ଏ ନେଇ ସୂଚନା ଦେଇଛନ୍ତି ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ। ସେ କହିଛନ୍ତି ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ୁଛି । ବୈତରଣୀ ଜଳସ୍ତର…
ତାଜା ଖବର ଦେଶ ଦିଲ୍ଲୀରେ ବନ୍ୟା ପରିସ୍ଥିତି; ସଚିବାଳୟକୁ ଛୁଇଁଲା ଯମୁନା ଜଳ September 4, 2025 Papirani ଦିଲ୍ଲୀରେ ଯମୁନା ନଦୀର ଜଳସ୍ତର ନିରନ୍ତର ବୃଦ୍ଧି ପାଉଛି। କ୍ରମାଗତ ବର୍ଷା ଏବଂ ଉପରମୁଣ୍ଡରୁ ଅତ୍ୟଧିକ ଜଳ ପ୍ରବାହ ଯୋଗୁଁ ଯମୁନା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଦିନକୁ ଦିନ ଯମୁନା ନଦୀ ଫୁଲିବା ଯୋଗୁଁ…
ରାଜ୍ୟ ବନ୍ୟା ପ୍ରଭାବିତ ଅଞ୍ଚଳ ଓ ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା July 30, 2025 Nirvay ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି । ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନରେ ଗଣମାଧ୍ୟମ ନିକଟରେ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ…