Tag: Flood Crisis

Ganjam Flood Crisis: ବନ୍ୟାସ୍ଥିତି ଅନୁଧ୍ୟାନ ପାଇଁ ଆସନ୍ତାକାଲି ଗଞ୍ଜାମ ଓ ଗଜପତି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ଅନୁଧ୍ୟାନ କରିବା ପାଇଁ ଆସନ୍ତାକାଲି ଗଞ୍ଜାମ ଓ ଗଜପତି ଜିଲ୍ଲା ଗସ୍ତରେ ଯିବେ ମୋହନ ଚରଣ ମାଝୀ । ଏହି ଗସ୍ତ ସମୟରେ ସେ ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର…