Tag: Flood Management in Ganjam

Flood Management in Ganjam: ଗଞ୍ଜାମରେ ବନ୍ୟା ମୁକାବିଲା ପାଇଁ ୩୦ ଅଧିକାରୀଙ୍କୁ ଦାୟିତ୍ୱ

ଗଞ୍ଜାମ ଜିଲ୍ଲାରେ ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟକୁ ସୁବ୍ୟବସ୍ଥିତ କରିବା ପାଇଁ ୩୦ ଜଣ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ୩୦ ଜଣ OAS ଓ ORS ଅଧିକାରୀଙ୍କୁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିଚାଳନା…