Tag: Flood mangement

Suresh Pujari Target Previous Govt Over Floods: ଗଞ୍ଜାମ ବନ୍ୟା ପାଇଁ ପୂର୍ବ ସରକାରର ୨୪ ବର୍ଷର ବିଫଳତା ଦାୟୀ: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ  

ରାଜ୍ୟରେ ବନ୍ୟା ପରିଚାଳନା ଏବଂ ବିଶେଷକରି ଗଞ୍ଜାମ ଜିଲ୍ଲାରେ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତିକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଗଞ୍ଜାମ ବନ୍ୟା ସ୍ଥିତି…