ରାଜ୍ୟ ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି; ବିପଦ ସଙ୍କେତ ଟପିଲା ବୈତରଣୀ July 26, 2025 Nirvay ଓଡ଼ିଶାର ଉତ୍ତର ଜିଲ୍ଲାଗୁଡ଼ିକ ବିଶେଷକରି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଉଛି । ଫଳରେ ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ବନ୍ୟା ଆଶଙ୍କା…