Tag: FM College

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ୧୪ ଦିନ ବଢ଼ିଲା ଏଚ୍ଓଡି ସମୀର ସାହୁଙ୍କ ହାଜତ ଅବଧି

ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହୁତି ଘଟଣାରେ ଗିରଫ ହୋଇଥିବା ପ୍ରଫେସର୍ ସମୀର କୁମାର ସାହୁଙ୍କ ବିଚାର ବିଭାଗୀୟ ହାଜତ ଅବଧି ବଢ଼ିଛି । ନିଲମ୍ବିତ ଏଚ୍‌ଓଡି ସମୀର ସାହୁ ୧୪ ଦିନିଆ ଅବଧି ଆଜି ଶେଷ…

ସାମ୍ନାକୁ ଆସିଲା ଆଇସିସିକୁ ପୀଡ଼ିତାଙ୍କ ବାପାଙ୍କ ଲେଖିଥିବା ଚିଠି ଗୁମର

ସାମ୍ନାକୁ ଆସିଲା ଆଇସିସି କୁ ପୀଡ଼ିତା ବାପାଙ୍କ ଗୁହାରି । ଝିଅକୁ ଫକୀର ମୋହନ କଲେଜ ର ଏଚ୍‌ଓଡି ସମୀର ସାହୁ ନିର୍ଯ୍ୟାତନା ଦେଉଥିବା ସମ୍ପର୍କରେ ଆଇସିସି କମିଟିକୁ ଚିଠି ଜରିଆରେ ଅବଗତ କରିଥିଲେ ସୌମ୍ୟାଶ୍ରୀଙ୍କ ବାପା । ଝିଅ ଆଗକୁ…

ଏଫଏମ କଲେଜ ପୀଡିତାଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ପ୍ରଦାନ କଲେ ରାଜ୍ୟ ସରକାର

ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଆଜି ଏଫଏମ କଲେଜ ପୀଡିତାଙ୍କ ପରିବାରକୁ ଭେଟି ରାଜ୍ୟ ସରକାରଙ୍କ ତରଫରୁ ୨୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସେହିପରି ବାଲେଶ୍ୱର ରେଡ୍‌କ୍ରସ ପକ୍ଷରୁ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୫ ହଜାର ଟଙ୍କାର ସହାୟତା…

ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ମହିଳା ବିଜେଡିର ଶାନ୍ତିପୂର୍ଣ୍ଣ ଧାରଣା

ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି । ସୂଚନା ଅନୁଯାୟୀ, ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୋଧରେ,…

ଓଡ଼ିଶା ବନ୍ଦ ଯୋଗୁଁ ରାଜ୍ୟରେ ଜନ ଜୀବନ, ପ୍ରମୁଖ ସେବା ବାଧାପ୍ରାପ୍ତ

ବାଲେଶ୍ୱରର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ବିରୋଧୀ ଦଳ କଂଗ୍ରେସ ଓ ଅନ୍ୟ ସାତଟି ରାଜନୈତିକ ଦଳ ଆଜି ରାଜ୍ୟବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି । ଓଡ଼ିଶା ବନ୍ଦ ଯୋଗୁଁ ରାଜ୍ୟରେ ଜନ…

ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ ବିଶି

ବିଳମ୍ବିତ ରାତ୍ରିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏକ୍ସ ରେ ହୋଇଥିବା ଘୋଷଣା ଅନୁସାରେ ବାଲେଶ୍ୱର ଏଫ ଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ AIIMS ଭୁବନେଶ୍ୱରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ସୌମ୍ୟାଶ୍ରୀ ରାତି…

ବାଲେଶ୍ୱର ଏଫ୍.ଏମ୍. କଲେଜ ନିଲମ୍ବିତ ପ୍ରିନ୍ସିପାଲ ଗିରଫ

ଏଫ୍.ଏମ୍. ମହାବିଦ୍ୟାଳୟର ନିଲମ୍ବିତ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଗିରଫ । ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ । ଏ ନେଇ ସୂଚନା ଦେଇଛନ୍ତି ବାଲେଶ୍ୱର ପୋଲିସ ଅଧିକ୍ଷକ ରାଜ ପ୍ରସାଦ। କଲେଜର ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିବା ମାମଲାରେ…