ରାଜ୍ୟ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ; ମୁଖ୍ୟମନ୍ତ୍ରୀ କଲେ ସହାୟତା ଘୋଷଣା July 15, 2025 Nirvay ସମ୍ପନ୍ନ ହେଲା ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଶେଷକୃତ୍ୟ । ଗତକାଲି ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ସୋମ୍ୟାଶ୍ରୀ । ତାଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ଗାଁ ବାଲେଶ୍ୱର ଜିଲ୍ଲା ଭୋଗରାଇର ପଳାସିଆକୁ ନିଆଯାଇଛି…