ତାଜା ଖବର ରାଜ୍ୟ Vigilance Raid Forester: ଭିଜିଲାନ୍ସ ଜାଲରେ ସେମିଳିଗୁଡା ଫରେଷ୍ଟର December 26, 2025 Papirani ଭିଜିଲାନ୍ସ ଜାଲରେ ଫରେଷ୍ଟର । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କୋରାପୁଟ ସେମିଳିଗୁଡ଼ାର ଫରେଷ୍ଟର ନିରଂଜନ ଶତପଥୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ନିରଞ୍ଜନଙ୍କ ୫ ଠିକଣାରେ ରେଡ୍ ଜାରି ରହିଛି । ନିରଞ୍ଜନ ଶତପଥୀଙ୍କ ସରକାରୀ…