ତାଜା ଖବର ରାଜ୍ୟ Forester Suspended in Nabarangpur: ବେଆଇନ ଗଛ କଟା ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ଫରେଷ୍ଟର ନିଲମ୍ବିତ September 19, 2026 Nirvay ନବରଙ୍ଗପୁର ଜିଲ୍ଲାରେ ବେଆଇନ ଗଛ କଟା ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ଜଣେ ଫରେଷ୍ଟରଙ୍କ ବିରୋଧରେ ନିଲମ୍ବନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଡାବୁଗାଁ ରେଞ୍ଜ ଅନ୍ତର୍ଗତ ମୈଦଲପୁର ସେକ୍ସନରେ କାର୍ଯ୍ୟରତ ଫରେଷ୍ଟର ବିପିନ କୁମାର ହରିଜନଙ୍କୁ ନବରଙ୍ଗପୁର ଡିଏଫ୍ଓ ନିଲମ୍ବିତ କରିଛନ୍ତି।…