Tag: Former CM

ବିଶ୍ୱଭୂଷଣ ହରିଚନ୍ଦନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ ବାବୁ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଶ୍ରୀ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ…

ଓଡ଼ିଆ ଅସ୍ମିତାକୁ ନେଇ ନବୀନଙ୍କ ଉପରେ ବର୍ଷିଲେ ଜୟନାରାୟଣ

ଓଡ଼ିଆ ଅସ୍ମିତାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି। ରେଭେନ୍ସା ବିଶ୍ୱବିଦ୍ୟାଳୟ ନାଁ ପରିବର୍ତ୍ତନ ନେଇ ବୟାନବାଜି ହେଉଥିବା ବେଳେ ଦିନକୁ ଦିନ ରାଜନୀତି ସରଗରମ…

ଇତିହାସକୁ ବିକୃତ କରିବାକୁ କିଛି ଲୋକ ଅପଚେଷ୍ଟା କରୁଛନ୍ତି; ନବୀନ ପଟ୍ଟନାୟକ

ରେଭେନ୍ସା ବିଶ୍ୱବିଦ୍ୟାଳୟ ନାଁ ପରିବର୍ତ୍ତନ କରାଯିବା ଉଚିତ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିବାଦୀୟ ବୟାନ ଦେଇଥିବା ବେଳେ ଏହାକୁ କିଛି ନେତା ସମର୍ଥନ ଜଣାଇବା ସହ ଆଉ କିଛି ବିରୋଧ କରିଥିଲେ। ଏ ନେଇ ଓଡ଼ିଶା ରାଜନୀତିରେ ତୁମ୍ବିତୋଫାନ ହୋଇଥିବା…

ବିଜେପିରେ ଯୋଗ ଦେଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ 

ପଦ୍ମ ଧରିଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ । ଆଜି ରାଞ୍ଚିରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ପଦ୍ମ ଧରିଲେ ଚମ୍ପାଇ । ଶିବରାଜ ସିଂ ଚୌହାନ, ହିମନ୍ତ ବିଶ୍ବଶର୍ମାଙ୍କ ଉପସ୍ଥିତିରେ ମିଶିଛନ୍ତି । ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଝାଡ଼ଖଣ୍ଡ ବିଜେପିର…

ବିଜେପିରେ ମିଶିବେ ଚମ୍ପାଇ ସୋରେନ

ବିଜେପିରେ ଯୋଗଦେବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମଏମ ନେତା ଚମ୍ପାଇ ସୋରେନ । ଆସନ୍ତା ୩୦ ତାରିଖରେ ସେ ବିଜେପିରେ ମିଶିବେ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସୂଚନା ଦେଇଛନ୍ତି। ଏ ନେଇ ସେ ସୋସିଆଲ ମିଡିଆରେ ପୋଷ୍ଟ…

ମା’ମାନଙ୍କୁ ବିଜେପିର ଗ୍ୟାରେଣ୍ଟି ଧୂଆଁବାଣ: ନବୀନ

ବିଜେପି ପ୍ରତ୍ୟେକ ମହିଳାଙ୍କୁ ୫୦,୦୦୦ ଟଙ୍କା ଦେବ ବୋଲି ‘ଗ୍ୟାରେଣ୍ଟି’ ଦେଇଥିଲା। ନିର୍ବାଚନ ସମୟରେ କହିଥିଲେ ୫୦,୦୦୦ ଟଙ୍କା, ଦେଉଛନ୍ତି ମାତ୍ର ୫,୦୦୦ ଟଙ୍କା। କହିଲେ ସବୁ ମହିଳା, ହେଲେ ପାଇବେ ଜମା ୩ଜଣରୁ ଜଣେ। ମା’ମାନଙ୍କୁ ଏହା କ’ଣ ବିଜେପିର…

ଶଙ୍ଖ ଭବନ ଓ ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ପତାକା ଉତ୍ତୋଳନ

୭୮ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି। ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ବିଜେଡି ରାଜ୍ୟ କାର୍ଯ୍ୟାଳୟ…

ଶାନ୍ତି ଥିଲେ ହିଁ ପ୍ରଗତି ସମ୍ଭବ: ପୂର୍ବତନ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଶାନ୍ତି ପ୍ରତିଷ୍ଠା ପାଇଁ ନିବେଦନ କରିଚ୍ଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଓଡ଼ିଶା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ…

ଭାରତୀୟ ହକି ଟିମକୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା

ଭାରତୀୟ ପୁରୁଷ ହକି ଟିମ ଅଲିମ୍ପିକ୍ସରେ ଲଗାତର ଦୁଇଥର ପଦକ ଜିତି ଇତିହାସ ରଚିଛି। ଭାରତ ପାଇଁ ଆଜି ଗୌରବର ଦିନ। ଆମ ଦେଶର ଜାତୀୟ ଖେଳାକୁ ବିଶ୍ୱଦରବାରରେ ପରିଚିତ କରାଇ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଛନ୍ତି ଭାତର ଖେଳାଳୀ। ସବୁଆଡୁ…