ତାଜା ଖବର ରାଜ୍ୟ ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲା: ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ମିଳିଲା ଜାମିନ June 12, 2025 Papirani ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ତଥା ଆଇଏଏସ୍ ମନୀଷ ଅଗ୍ରୱାଲଙ୍କୁ ମିଳିଲା ଜାମିନ । ଜାମିନ ପ୍ରଦାନ କରିଛନ୍ତି ଏସଡିଜେଏମ୍ କୋର୍ଟ। ୫୦ ହଜାର ଟଙ୍କା ଲେଖାଏଁ ଦୁଇଟି ମୂଚାଲିକାରେ ମନୀଷଙ୍କୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ…