Tag: Former minister

Former Minister Dambaru Majhi Passes Away: ଆରପାରିରେ ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀ

ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କର ଆଜି ପରଲୋକ ଘଟିଛି। ଗୁରୁତର ଅସୁସ୍ଥତା କାରଣରୁ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁ ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୮୬…

Susanta Singh Passes Away: ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ

ବିଜୁ ଜନତା ଦଳ (ବିଜେଡି) ବରିଷ୍ଠ ନେତା ଏବଂ ପୂର୍ବତନ ଓଡ଼ିଶାର ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦେହାନ୍ତ ହୋଇଛି। ସୋମବାର ଭୋରୁ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୩…

Prafulla Samal Hospitalised: ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ । ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଅସୁସ୍ଥତା ଖବର ପାଇବା ପରେ ଆଶୁ ଆରୋଗ୍ୟ କାମନା କରିଛନ୍ତି…

ପରଲୋକରେ ବିଜେପିର ବରିଷ୍ଠ ନେତା ସମୀର ଦେ

ବିଜେପି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ । ଚିକିତ୍ସାଧୀନ ଅବସ୍ଥାରେ କଟକର ସିଡିଏ ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଅପରାହ୍ନ ୧ ଟା ୩୦ ସମୟରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି । ସମୀର ଦେ…

ବିଧାନସଭା ପରିସରରେ ସୁରେନ୍ଦ୍ରନାଥ ନାୟକଙ୍କୁ ଦିଆଗଲା ଶେଷ ଶ୍ରଦ୍ଧାଞ୍ଜଳି

ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ । କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ମରଶରୀର ବିଧାନସଭା ପହଞ୍ଚିଛି। ବିଧାନସଭା ପରିସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଶେଷ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି…