Tag: former mla

Former Padampur MLA Passes Away: ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ

ପଦ୍ମପୁରର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସତ୍ୟ ଭୂଷଣ ସାହୁଙ୍କର ଦେହାନ୍ତ ହୋଇଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ୭୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଗଭୀର…

Padmini Dian Hospitalized: ଭୋଜି ଖାଇ ପୂର୍ବତନ ବିଧାୟିକା ପଦ୍ମିନୀ ଦିଆନଙ୍କ ସମେତ ୩ ଗୁରୁତର, ଜଣେ ମୃତ

ପୂର୍ବତନ ମନ୍ତ୍ରୀ ତଥା କୋରାପୁଟ ଜିଲ୍ଲା କୋଟପାଡ଼ର ପୂର୍ବତନ ବିଧାୟିକା ପଦ୍ମିନୀ ଦିଆନ ଗୁରୁତର ହୋଇଛନ୍ତି । ତାଙ୍କ ସହିତ ୩ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଅଛି । ଏହା ସହ ତାଙ୍କର ଜଣେ ସମ୍ପର୍କୀୟଙ୍କର ମୃତ୍ୟୁ ଘଟିଛି ।…

Pitabas Murder Case: ପୀତବାସ ପଣ୍ଡା ହତ୍ୟା ମାମଲା: ପୂର୍ବତନ ବିଜେଡ଼ି ବିଧାୟକ ବିକ୍ରମ ପଣ୍ଡା ଅଟକ

ବହୁ ଚର୍ଚ୍ଚିତ ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଜେଡ଼ି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଛି ପୁଲିସ୍। ବିଳମ୍ବିତ ରାତିରେ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇ ଜେରା…

ବରିଷ୍ଠନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଓଡ଼ିଶା ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଅନନ୍ତ ଦାସ(୮୬)ଙ୍କ ବର୍ଷ ବୟସରେ ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ସେ…

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ 

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ…

ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ

ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟା ସମୟରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଥିବା ନେଇ ପରିବାର ପକ୍ଷରୂ ସୂଚନା ମିଳିଛି ।ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ସେ ଦୀର୍ଘ ଦିନ…

କୋଟପାଡ଼ ପୂର୍ବତନ ବିଧାୟକ ସଦନ ନାୟକଙ୍କ ପରଲୋକ

ପରଲୋକରେ କୋଟପାଡ଼ ପୂର୍ବତନ ବିଧାୟକ ସଦନ ନାୟକ । ୭୧ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମାଝୀ ମହାପ୍ରଭୁଙ୍କ ନିକଟରେ ଦିବଂଗତ…

ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ

କଳାହାଣ୍ଡି ଜିଲ୍ଲାର କେସିଙ୍ଗା ଓ ନର୍ଲା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଧନେଶ୍ୱର ମାଝୀଙ୍କର ପରଲୋକ ଘଟିଛି । ୮୪ ବର୍ଷ ବୟସରେ ସେ ଇହଲୀଳା ତ୍ୟାଗ କରିଛନ୍ତି । କଳାହାଣ୍ଡି ଜିଲ୍ଲା…