ତାଜା ଖବର ବିଶ୍ୱ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ୧୦୦ ବର୍ଷ ବୟସରେ ଦେହାନ୍ତ December 30, 2024 Papirani ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କର ୧୦୦ ବର୍ଷ ବୟସରେ ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। କାର୍ଟର ୨୦୧୬ରେ ଚତୁର୍ଥ ପର୍ଯ୍ୟାୟ କର୍କଟ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଥିଲା। ତେବେ କର୍କଟ ରୋଗ ହୋଇଥିଲେ ମଧ୍ୟ…