Tag: Former TMC MLA

RG Kar Rape-Murder Case: ଆର. ଜି. କର ମାମଲା: ଟିଏମସିର ପୂର୍ବତନ ବିଧାୟକ ନିର୍ମଳ ଘୋଷ ପୁରୀରୁ ଗିରଫ

ପଶ୍ଚିମବଙ୍ଗର ବହୁ ଚର୍ଚ୍ଚିତ ଆର. ଜି. କର ମେଡିକାଲ କଲେଜ ଓ ହସ୍ପିଟାଲ୍‌ରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପାଣିହାଟିର ପୂର୍ବତନ ତୃଣମୂଳ କଂଗ୍ରେସ (TMC) ବିଧାୟକ ନିର୍ମଳ ଘୋଷଙ୍କୁ ପଶ୍ଚିମବଙ୍ଗ…