Tag: Fraud of lakhs of rupees

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁତୁରା କହି ଲକ୍ଷାଧିକ ଟଙ୍କା ଠକେଇ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁତୁରା ପରିଚୟ ଦେଇ ଲୋକଙ୍କଠୁ ଠକେଇ ଅଭିଯୋଗ । ଚାକିରି ଓ ବଦଳି କରାଇବାକୁ କହି ଲକ୍ଷାଧିକ ଟଙ୍କା ଠକେଇ କରିଥିଲା ଅଭିଯୁକ୍ତ । ଚାକିରି, ବଦଳି ଓ କାହାକୁ ପେଟ୍ରୋଲ ପମ୍ପ କରାଇବାକୁ କହି ଠକୁଥିଲା…