Tag: Gajanan Besha

Gajanana Besha: ଗଜାନନ ବେଶରେ ଝଲସିଲେ ମହାପ୍ରଭୁ

ସ୍ନାନମଣ୍ଡପରେ ସୁବାସିତ ଜଳରେ ସ୍ନାନ କରିବା ପରେ ହାତୀବେଶ ବା ଗଜାନନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ । ସ୍ନାନବେଦୀରେ ମହାପ୍ରଭୁଙ୍କ ଏହି ଗଜ ବେଶର ଦିବ୍ୟ ରୂପକୁ ଦେଖିବା ପାଇଁ ବଡ଼ଦାଣ୍ଡରେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିଥିଲେ ଅଗଣିତ…