ରାଜ୍ୟ ଗଜପତି ଭୂସ୍ଖଳନରେ ୨ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ October 3, 2025 Nirvay ଦୁଇ ଦିନ ଧରି ଲଗାଣ ବର୍ଷାରେ ଗଜପତି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବାବେଳେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇ ୨ ଜଣ ପ୍ରାଣ ହରାଇଛନ୍ତି । ଏହି ଦୁଃଖଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ…