Tag: Gallantry Awards

୩ ସେନାର ଯବାନଙ୍କୁ ସାହସିକତା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପତି ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ରାଷ୍ଟ୍ରପତି ଭବନରେ ପ୍ରଥମ ପର୍ଯ୍ୟାୟ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି । ଦେଶର ସୁରକ୍ଷା ଲାଗି ସମର୍ପିତ ସେନାବାହିନୀ ଆଉ ଅର୍ଦ୍ଧ ସାମରିକ ବଳ ର ଯବାନମାନକୁ ବୀରତା ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି…