Tag: Gang Rape

Gang Rape in Kendrapada: ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: କେନ୍ଦ୍ରାପଡ଼ା ସଦର ଥାନାରେ ମାମଲା ରୁଜୁ

କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତାଙ୍କ ମା’ଙ୍କ ଲିଖିତ ଅଭିଯୋଗ ଆଧାରରେ ସଦର ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁସାରେ, ଅଭିଯୋଗକାରିଣୀ…

Rairangpur Gangrape: ରାଇରଙ୍ଗପୁରରେ ନାବାଳିକାକୁ ଗଣଦୁଷ୍କର୍ମ ଘଟଣା; ପୀଡ଼ିତାଙ୍କୁ ଭେଟିଲେ ବିଜେଡିର ତଥ୍ୟ ଅନୁସନ୍ଧାନକାରୀ ଦଳ

ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କ ସହ ଦୁଷ୍କର୍ମ ଅଭିଯୋଗ ସମଗ୍ର ରାଜ୍ୟକୁ ସ୍ତବ୍ଧ କରିଛି। ଏହି ଘଟଣା ରାଜ୍ୟରେ ମହିଳା ସୁରକ୍ଷା ଓ ଆଇନଶୃଙ୍ଖଳା ବ୍ୟବସ୍ଥାର ଅବନତିକୁ ପୁଣିଥରେ ପଦାରେ ପକାଇଛି। ଏହି ଘଟଣା ପରେ ବିଜୁ…

Engineering Student Gangraped in BBSR: ରାଜଧାନୀରେ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

ଭୁବନେଶ୍ୱରରେ ଗଣଦୁଷ୍କର୍ମ । ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ଇନ୍‌ଫୋଭାଲି ଥାନା ଅଞ୍ଚଳ ଏକ ଘରୋଇ ମେସ୍‌ରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି ।ଅଭିଯୋଗ ପରେ କମିଶନରେଟ୍ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଚାରି ଅଭିଯୁକ୍ତଙ୍କୁ ଗିରଫ…

School Girl Sexually Assaulted: ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ; ୫ ଶିକ୍ଷକ ଅଟକ

କେନ୍ଦ୍ରାପଡ଼ା ଜିଲ୍ଲା, ରାଜକନିକା ଥାନା ଅନ୍ତର୍ଗତ ଆଳି ଅଞ୍ଚଳର ଏକ ଘରୋଇ ଇଂଲିସ୍ ମିଡିୟମ ସ୍କୁଲରେ ଲଜ୍ଜାଜନକ ଘଟଣା ଘଟିଛି । ସପ୍ତମ ଶ୍ରେଣୀ ସ୍କୁଲ୍‌ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରିବା ଅଭିଯୋଗରେ ୫ ଶିକ୍ଷକଙ୍କୁ ଅଟକ ରଖି ପୋଲିସ ତଦନ୍ତ ଆରମ୍ଭ…

Gunupur Gang Rape: ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ,୩ ଅଟକ

ରାୟଗଡ଼ା ଜିଲ୍ଲା ଗୁଡ଼ାରି ଥାନାଞ୍ଚଳରେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। କପା ତୋଳିବାକୁ ଯାଇଥିଲା ବେଳେ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଜଣେ ୨୫ ବର୍ଷୀୟା ଦିବ୍ୟାଙ୍ଗ ଯୁବତୀଙ୍କୁ ୩ ଜଣ ଦୃବୁର୍ତ୍ତ…

Gang Rape In Bhubaneswar: ରେଡ୍ ଫ୍ଲାଗ୍ ରେ ଅନ୍ତର୍ଭୁକ୍ତ ହେଲା ସହିଦନଗର ଗଣଦୁଷ୍କର୍ମ ମାମଲା

ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ସହିଦନଗର ଗଣଦୁଷ୍କର୍ମ ମାମଲା। କମିଶନରେଟ ପୋଲିସକୁ ତଦନ୍ତରେ ସହଯୋଗ କରିବ କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ତଦନ୍ତ। ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କୁ ଗିରଫ କୋର୍ଟ ଚାଲାଣ କରିଛି ପୋଲିସ୍ । ସେମାନେ…

Gang Rape In Bhubaneswar: ଚାକିରି ଦେବାକୁ କହି ନାବାଳିକାକୁ ଗଣଦୁଷ୍କର୍ମ

ଧଉଳି ଗଣବଳାତ୍କାର ଘଟଣାକୁ ନେଇ ଉତ୍ତେଜନା ଶାନ୍ତ ନ ଥିବାବେଳେ ପୁଣି ଏକ ଲଜ୍ଜା ଜନକ ଖବର ସାମ୍ନାକୁ ଆସିଛି। ଚାକିରି ଦେବାକୁ କହି ନାବାଳିକାକୁ ଗଣଦୁଷ୍କର୍ମ । ରାଜଧାନୀର ସହିଦନଗର ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଚାକିରି…

ଚାକିରି ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ଗାଡ଼ିରେ ଗଣଦୁଷ୍କର୍ମ ଅଭିଯୋଗ

ମୟୂରଭଞ୍ଜ ଉଦଳା ଥାନା ଅଞ୍ଚଳର ଯୁବତୀଙ୍କୁ ଗଣଦୁଷ୍କର୍ମ । ଯୁବତୀଙ୍କୁ ଗାଡ଼ି ଭିତ‌ରେ ଗଣଦୁଷ୍କର୍ମ କରି ରାସ୍ତାରେ ଫୋପାଡ଼ି ଦେଲେ ଦୁର୍ବୁତ୍ତ। ଚାକିରି ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ଘରୁ ଆଣିଥିଲେ କିଛି ଯୁବକ । ଗାଡି ଭିତରେ ଦୁଷ୍କର୍ମ କରି ବୀଚ…

ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ରାକ୍ଷୀ ପୂର୍ଣ୍ଣିମାରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ରାଜନଗର ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା ଘରକୁ ଆସିଥିଲେ ଛାତ୍ରୀ । ଏହି…