Tag: Ganjam

Pitabash Panda Murder Case: ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା

ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ବ୍ରହ୍ମପୁର ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦିଆଯାଇଛି । ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ ହୋଇଛନ୍ତି । ପୀତବାସଙ୍କ ପତ୍ନୀଙ୍କ ପ୍ରେସମିଟ୍‌ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି…

ପୀତବାସ ପଣ୍ଡା ହତ୍ୟାକାଣ୍ଡ ତଦନ୍ତରେ ଦିଗହରା ପୁଲିସ୍ !

ଜଣାଶୁଣା ଆଇନଜୀବୀ ନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡାଙ୍କ ହତ୍ୟାକାଣ୍ଡକୁ ୨୪ ଘଣ୍ଟା ପୂରିଲାଣି । କିନ୍ତୁ ତଦନ୍ତ ନାମରେ ଅନ୍ଧାରରେ ବାଡ଼ି ବୁଲାଉଛି ବ୍ରହ୍ମପୁର ପୁଲିସ୍ । କ୍ରାଇମ୍ ସହର ଭାବେ କୁଖ୍ୟାତ ଏହି ରେଶମ ସହରକୁ ମାଫିଆ…

ଅଶାନ୍ତ ଗଞ୍ଜାମ, ଭୁଶୁଡ଼ି ଗଲାଣି ଆଇନ ବ୍ୟବସ୍ଥା  

ଅଶାନ୍ତ ହୋଇପଡ଼ିଛି ଗଞ୍ଜାମ ସହର । ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି । ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ମୃତ୍ୟୁ ହୋଇଛି । ରାଜରାସ୍ତାରେ ରକ୍ତର ଛିଟା । କଥା କଥାରେ ବୁଲୁଛି ଖଣ୍ଡା ଭୁଜାଲି…

ଆସନ୍ତା ୨୭ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେବା ପକ୍ଷ ଅବସରରେ ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ଆୟୋଜିତ ଜନ ସମାବେଶ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୋଦି । ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି…

୧୦ ଟନ୍‌ ବିସ୍ଫୋରକ ଜବତ ଘଟଣା: ମାଇନିଂ କଂପାନୀ ସହ ମାଓ ଲିଙ୍କ୍ ଥିବା କହିଲେ ଏଡିଜି

କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପୋଲିସକୁ ମିଳିଛି ବଡ ସଫଳତା । ବେଆଇନ ବିସ୍ଫୋରକ ସାମଗ୍ରୀ ଚାଲାଣ ରାକେଟ୍‌କୁ ଠାବ କରିଛି ପୋଲିସ । ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଜଗନ୍ନାଥପୁର ଗ୍ରାମରୁ ୧୦ ଟନ୍‌ ବିସ୍ଫୋରକ ଜବତ କରିବା ସହ ୩…

ଶାସକ ଦଳର ପ୍ରୋତ୍ସାହନରେ ଗଞ୍ଜାମ ଅପରାଧୀଙ୍କ ଚରାଭୂଇଁ ପାଲଟିଛି: ବିଜେଡି

ଗଞ୍ଜାମରେ ଲଗାତାର ଭାବେ ଅପରାଧ ଉପରମୁହାଁ ହୋଇଥିଲା ବେଳେ ଶାସକ ଦଳ ଏବଂ ମନ୍ତ୍ରୀଙ୍କ ପୁତୁରାଙ୍କ ଆତଙ୍କରାଜକୁ ଦୃଢ଼ ନିନ୍ଦା କରିଛି ବିଜେଡି । ଆଜି ଶଙ୍ଖଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ଓ…

ଦିଗପହଣ୍ଡିରେ ବଢୁଛି ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା

ଦିନକୁ ଦିନ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ବ୍ୟାପୁଛି ଝାଡ଼ାବାନ୍ତି। ସାନଖେମୁଣ୍ଡି ପରେ ପାତ୍ରପୁରରେ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଦପୁର ପଞ୍ଚାୟତର ବିଭିନ୍ନ ଗାଁରେ ମଧ୍ୟ ବ୍ୟାପୁଛି ଝାଡ଼ାବାନ୍ତି । ସମସ୍ତ ଆକ୍ରାନ୍ତ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି…

ମାଲିରେ ଓଡ଼ିଆ ଯୁବକଙ୍କୁ ଅପହରଣ ଘଟଣା: ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି

ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପୃହତ ୩ ଜଣ ଭାରତୀୟ ନାଗରିକଙ୍କ ମଧ୍ୟରୁ ଜଣେ ଓଡ଼ିଆ ରହିଥିବା ସୂଚନା ମିଳିଛି । ଅପହୃତ ଯୁବକ ଜଣକ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସମରଝୋଳ ଗାଁର ପି. ଭେଙ୍କଟରମଣ ବୋଲି ଜଣା ପଡିଛି ।…

ବାଟରେ ଖରାପ ହେଲା ୧୦୮ ଆମ୍ବୁଲାନ୍ସ, ଚାଲିଗଲା ଜୀବନ

ଗଞ୍ଜାମ ଜିଲ୍ଲାରେ ହୃଦୟ ବିଦାରକ ଦୃଶ୍ୟ । ଗଞ୍ଜାମ ଜିଲ୍ଲା, ଖଲ୍ଲିକୋଟ, ବିରିପୁରର ୧୯ ବର୍ଷୀୟ ଶଙ୍କର ମହାରଣା କାଲି ଘର ପାଖରେ କ୍ରିକେଟ୍ ଖେଳ ଦେଖୁଥିବା ବେଳେ, ପେଟରେ ଜୋରରେ ବଲ ବାଜିଥିଲା । ଶଙ୍କରକୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ…

ବ୍ରହ୍ମପୁର ନାବାଳିକା ଦୁଷ୍କର୍ମ ଘଟଣା: ବିଜେପି ନେତାଙ୍କ କୁତ୍ସିତ ଚେହେରା ପଦାକୁ ଆସିଲା କହିଲା ବିଜେଡି

ରାଜ୍ୟରେ ନାରୀ ନିର୍ୟ୍ୟାତନା ଓ ଦୁଷ୍କର୍ମ ଘଟଣା ଉଦବେଗଜନକ ଭାବେ ବୃଦ୍ଧି ହେଉଥିବା ବେଳେ ବ୍ରହ୍ମପୁରରେ ଜଣେ ପୂର୍ବତନ ବିଜେପି ନଗର ସଭାପତିଙ୍କ ଦ୍ୱାରା ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ନାବାଳିକାକୁ ନିଶା ଦେଇ ଦୁଷ୍କର୍ମ କରିବା ଘଟଣାରେ, ବିଜୁ ଜନତା ଦଳ…