Tag: Ganjam Floods

No Change in OPSC Exam Schedule: ବାତିଲ ହେବନି OPSC ପରୀକ୍ଷା, ବନ୍ୟା ପ୍ରଭାବିତ ପରୀକ୍ଷାର୍ଥୀଙ୍କ ଦାୟିତ୍ୱ ନେବେ ସରକାର: ମନ୍ତ୍ରୀ ସୁରେଶ ପୂଜାରୀ

ଓଡ଼ିଶା ଲୋକସେବା ଆୟୋଗ (OPSC) ପରୀକ୍ଷା ପରୀକ୍ଷା ଘୁଞ୍ଚିବ ନାହିଁ, ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ସ୍ପଷ୍ଟ କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ପରୀକ୍ଷା ଥରେ ଘୁଞ୍ଚାଇଲେ ପୁନର୍ବାର ଆୟୋଜନ କରିବାକୁ ପ୍ରାୟ ୬…