Tag: Ganjam

ଆସ୍କାରେ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ; ବିଭିନ୍ନ ପ୍ରକଳ୍ପର କଲେ ଶିଳାନ୍ୟାସ

ଆଜି ଗଞ୍ଜାମ ଜିଲ୍ଲା ଆସ୍କା ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶା ଯୁବ ବର୍ଗ ପାଇଁ ଅସୀମ ସମ୍ଭାବନାର ରାଜ୍ୟ ହେବ, ଓଡ଼ିଶାର ଯୁବ ସମାଜ…

ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା; ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଘଟଣାର ଦୃଢ଼ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ…

ବ୍ରହ୍ମପୁର ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଗିରଫ

ବ୍ରହ୍ମପୁରରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଯଦିଓ ଘଟଣାଟି ତିନି ଦିନ ତଳେ ଗୋଲନ୍ଥରା ପୋଲିସ ସୀମା ମଧ୍ୟରେ ଘଟିଥିଲା । କିନ୍ତୁ ଏହା ପରିବାର ସଦସ୍ୟମାନେ ଅଭିଯୋଗ କରିବା ପରେ ଏହି…

ବିଜେପିରେ ମିଶିଲେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ

ଗଞ୍ଜାମ ବିଜେଡିକୁ ଶକ୍ତ ଝଟ୍‌କା । ଶଙ୍ଖ ଛାଡି ବିଜେପିରେ ମିଶିଲେ ବ୍ଲକ ଅଧ୍ୟକ୍ଷା । ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଆଜି ବିଜେପିରେ ସାମିଲ ହୋଇଛନ୍ତି । ଅଧ୍ୟକ୍ଷାଙ୍କ ସ୍ବାମୀ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷା ସୁରଥ ପ୍ରଧାନ…

ଗଂଜାମରେ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟିରୁ ଉର୍ଦ୍ଧ୍ବ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଛତ୍ରପୁର ଠାରେ ସମୁଦାୟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କହିଛନ୍ତିଯେ, ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍‍ସ ଓ…

ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରି ଏହି ଅଂଚଳର…

ବ୍ରହ୍ମପୁରରେ କାଳବୈଶାଖୀ ବର୍ଷାର ତାଣ୍ଡବ

ବ୍ରହ୍ମପୁରରେ ତାଣ୍ଡବ ରଚିଲା କାଳବୈଶାଖୀ ବର୍ଷା । କାଳବୈଶାଖୀ ଯୋଗୁଁ ବିବିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଛି । କେଉଁଠି ଗଛ ଭାଙ୍ଗିଯାଇଛି ତ ଆଉ କେଉଁଠି ଘରର ଆଜବେଷ୍ଟସ ଉଡିଯାଇଛି । ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗଛ…

ଏପ୍ରିଲ୍‌ ୩ରୁ ମା ବୁଢ଼ୀ ଠାକୁରାଣୀ ଯାତ୍ରା

ଏପ୍ରିଲ ୩ ରୁ ଆରମ୍ଭ ହେବ ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମା ବୁଢ଼ୀ ସାଆନ୍ତାଣୀଙ୍କ ଠାକୁରାଣୀ ଯାତ୍ରା । ଏପ୍ରିଲ୍‌ ୨୮ ତାରିଖ ଯାଏ ଚାଲିବ ଏହି ଯାତ୍ରା । ଠାକୁରାଣୀ ଯାତ୍ରା ପାଇଁ ମଧ୍ୟରାତ୍ରୀରେ ଶୁଭଖୁଣ୍ଟି ସ୍ଥାପନ ହେବା ନେଇ…

କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୧୬ ବିଜେଡି କାଉସିଲର

କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷା ଏସ. ଲକ୍ଷ୍ମୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଏକାଠି ହୋଇଛନ୍ତି ବିଜେଡି କାଉସିଲର । ଏନେଇ ଆଜି ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ନିକଟରେ…

ମଣ୍ଡିରୁ ଧାନ ଉଠାଇବାରେ ଅବହେଳା କାରଣରୁ ୧୧ ଜଣ ମିଲରଙ୍କୁ ଜିଲ୍ଲା ପ୍ରଶାସନର କାରଣ ଦର୍ଶାଅ ନୋଟିସ

ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକର ୪ ଜଣ, ଗଞ୍ଜାମ ବ୍ଳକର…