Tag: Ganjam

ଚିକିଟି ମଦ ମୃତ୍ୟୁ ମାମଲା, ମୃତ୍ୟୁ ସଂଖ୍ୟା ୩ରେ ପହଂଚିଲା

ଚିକିଟି ବିଷାକ୍ତ ମଦ ପିଇ ଏକାଧିକ ଲୋକ ଅସୁସ୍ଥ ହୋଇଥିବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି । ବ୍ରହ୍ମପୁର ଏମକେସିଜିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକ ଜଣକ ହେଲେ ଲକ୍ଷ୍ମଣ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୫ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଗଞ୍ଜାମ ଜିଲ୍ଲା ସମରଝୋଳ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଏକ ଯାତ୍ରୀବାହୀ ବସ୍ ଆସିକାରୁ ବ୍ରହ୍ମପୁର ପଟକୁ ଆସୁଥିଲା । ତେଲ ଟ୍ୟାଙ୍କର ବ୍ରହ୍ମପୁରରୁ ଆସିକା…

ଚିକିଟି ମଦ ମୃତ୍ୟୁ ପରେ ଅବକାରୀ ବିଭାଗ ତତ୍ପର

ଚିକିଟି ମଦ ମୃତ୍ୟୁ ପରେ ରାଜ୍ୟ ଅବକାରୀ ବିଭାଗର ତତ୍ପରତା ପ୍ରକାଶ ପାଇଛି। ବେଆଇନ ମଦ କାରବାର ନେଇ ୭ ଦିନ ରେଡ୍‌ କରିବ ଅବକାରୀ ଟିମ। ସାମ୍ବାଦିକ ସମ୍ମିଳନୀରେ ଅବକାରୀ କମିଶନର ନରସିଂହ ଭୋଳ ଏ ନେଇ ସୂଚନା ଦେଇଛନ୍ତି।…

ବିଷାକ୍ତ ମଦ ନେଲା ଆଉ ଜଣଙ୍କ ଜୀବନ

ଗଞ୍ଜାମ ବିଷାକ୍ତ ମଦ ପିଇ ୨୦ରୁ ଅଧିକ ଅସୁସ୍ଥ ଘଟଣାରେ ଆଜି ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶେଇ ମୃତ୍ୟୁ ସଂଖ୍ୟା ଦୁଇକୁ ବୃଦ୍ଧି ହୋଇଛି । ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଆଉ ଜଣଙ୍କ ମୃତ୍ୟୁ…

ବିଷାକ୍ତ ମଦ ପିଇ ଜଣେ ମୃତ, ୧୫ ଗୁରୁତର

ଗଞ୍ଜାମ ଜିଲ୍ଲା ଚିକିଟିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଷାକ୍ତ ଓ ନକଲି ମଦ ପିଇ ୧୫ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜେନାପୁର ଅଞ୍ଚଳର ଜୁର ବେହେରା। ୧୪ ଜଣ ବ୍ରହ୍ମପୁରସ୍ଥିତ…

ଘୁମୁସରରେ ବାଘ ଆତଙ୍କ, ଲୋକେ ଭୟଭୀତ

ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଘୁମୁସରରେ ବାଘ ଆତଙ୍କ ଦେଖାଦେଇଛି। ଗାଁ ଗାଁ ବୁଲୁଛି ବାଘ। ଜନବସନ୍ତି ଆଡକୁ ମାଡିଆସି ଗୃହପାଳିତ ପଶୁଙ୍କୁ ଶିକାର କରୁଛି। ଗାଁ ଲୋକଙ୍କ କହିବା ଅନୁଯାୟୀ ଉତ୍ତର ବନଖଣ୍ଡ ଘୁମୁସରରେ ବୁଲୁଛି ମହାବଳ। ପ୍ରାୟ ୪ ମାସ…

ଗଞ୍ଜାମରେ ବିଜେଡିକୁ ମିଳିଛି ଶକ୍ତ ଝଟକା

ଚଳିତବର୍ଷ ନିର୍ବାଚନ ପାଇଁ ହଉଥିବ ଭୋଟ ଗଣତି ମଧ୍ୟରେ ଗଞ୍ଜାମରେ ବିଜେଡିକୁ ମିଳିଛି ଶକ୍ତ ଝଟକା । ରାଜ୍ୟସରକାରଙ୍କ କୁହାଯାଉଥିବା ଗଡ ଗଞ୍ଜାମରେ ୧୩ଟି ବିଧାନସଭା ମଧ୍ୟରୁ ୧୧ ଟିରେ ବିଜେପି ଆଗରେ ଥିବା ସୂଚନାମିଳିଛି । ସେହିପରି ସାନଖେମୁଣ୍ଡିରେ କଂଗ୍ରେସ…

ରାତି ସାଢ଼େ ୮ଟା ପରେ ଗଞ୍ଜାମରେ ଖୋଲିବନି ଦୋକାନ

ଜୁନ୍ ୧ରେ ଚତୁର୍ଥ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ମତଦାନ ଗ୍ରହଣ କରାଯିବ । ତେବେ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବା ପାଇଁ ନିର୍ବାଚନ ଆୟୋଗ ସବୁ ପ୍ରକାରର ବ୍ୟବସ୍ଥା ଗ୍ରହଣ କରିବା ସହିତ ପ୍ରତି ବୁଥରେ ସୁରକ୍ଷାକର୍ମୀଙ୍କୁ ନିୟୋଜିତ…

ନିର୍ବାଚନ ପୂର୍ବରୁ ଆସ୍କାରେ ପୋଲିସର ଫ୍ଲାଗମାର୍ଚ୍ଚ

ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ଗଞ୍ଜାମ ଜିଲ୍ଲାରେ ପୋଲିସ ପ୍ରସ୍ତୁତ । ଜିଲ୍ଲା ପୋଲିସ ପକ୍ଷରୁ ବଡ଼ ଧରଣର ଫ୍ଲାଗମାର୍ଚ୍ଚ କରାଯାଇଛି । ସିଆରପିଏଫ ଯବାନ, ସ୍ପେଶିଆଲ ଫୋର୍ସ ଓ ଗଞ୍ଜାମ ପୋଲିସ ଏଥିରେ ନିୟୋଜିତ ହୋଇଛନ୍ତି। ଜିଲ୍ଲାର…

ଖଲ୍ଲିକୋଟ ହିଂସା ଘଟଣାରେ ତଦନ୍ତ କରିବ ଏସଆଇଟି

ଗଞ୍ଜାମ ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନୀ ହିଂସାରେ ଜଣଙ୍କୁ ହତ୍ୟା ଘଟଣାର ତଦନ୍ତ କରିବ ଓଡ଼ିଶା ପୁଲିସର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ ଏସଆଇଟି । ପୋଷ୍ଟର ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷରେ ଜଣଙ୍କ ମୃତ୍ୟୁ ଘଟଣାର ପୁଙ୍ଖୁନାପୁଙ୍ଖ ତଦନ୍ତ କରିବ। ଏହି…