Tag: Ganjam

ଅଶାନ୍ତ ଗଞ୍ଜାମ, ଭୁଶୁଡ଼ି ଗଲାଣି ଆଇନ ବ୍ୟବସ୍ଥା  

ଅଶାନ୍ତ ହୋଇପଡ଼ିଛି ଗଞ୍ଜାମ ସହର । ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି । ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ମୃତ୍ୟୁ ହୋଇଛି । ରାଜରାସ୍ତାରେ ରକ୍ତର ଛିଟା । କଥା କଥାରେ ବୁଲୁଛି ଖଣ୍ଡା ଭୁଜାଲି…

pm-modi-likely-to-visit-odisha-on-september-27

ଆସନ୍ତା ୨୭ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେବା ପକ୍ଷ ଅବସରରେ ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ଆୟୋଜିତ ଜନ ସମାବେଶ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୋଦି । ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି…

10 tons of explosives seized; possible maoist-mining-company-link

୧୦ ଟନ୍‌ ବିସ୍ଫୋରକ ଜବତ ଘଟଣା: ମାଇନିଂ କଂପାନୀ ସହ ମାଓ ଲିଙ୍କ୍ ଥିବା କହିଲେ ଏଡିଜି

କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପୋଲିସକୁ ମିଳିଛି ବଡ ସଫଳତା । ବେଆଇନ ବିସ୍ଫୋରକ ସାମଗ୍ରୀ ଚାଲାଣ ରାକେଟ୍‌କୁ ଠାବ କରିଛି ପୋଲିସ । ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଜଗନ୍ନାଥପୁର ଗ୍ରାମରୁ ୧୦ ଟନ୍‌ ବିସ୍ଫୋରକ ଜବତ କରିବା ସହ ୩…

Ganjam became safe haven for criminals

ଶାସକ ଦଳର ପ୍ରୋତ୍ସାହନରେ ଗଞ୍ଜାମ ଅପରାଧୀଙ୍କ ଚରାଭୂଇଁ ପାଲଟିଛି: ବିଜେଡି

ଗଞ୍ଜାମରେ ଲଗାତାର ଭାବେ ଅପରାଧ ଉପରମୁହାଁ ହୋଇଥିଲା ବେଳେ ଶାସକ ଦଳ ଏବଂ ମନ୍ତ୍ରୀଙ୍କ ପୁତୁରାଙ୍କ ଆତଙ୍କରାଜକୁ ଦୃଢ଼ ନିନ୍ଦା କରିଛି ବିଜେଡି । ଆଜି ଶଙ୍ଖଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ଓ…

ଦିଗପହଣ୍ଡିରେ ବଢୁଛି ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା

ଦିନକୁ ଦିନ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ବ୍ୟାପୁଛି ଝାଡ଼ାବାନ୍ତି। ସାନଖେମୁଣ୍ଡି ପରେ ପାତ୍ରପୁରରେ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଦପୁର ପଞ୍ଚାୟତର ବିଭିନ୍ନ ଗାଁରେ ମଧ୍ୟ ବ୍ୟାପୁଛି ଝାଡ଼ାବାନ୍ତି । ସମସ୍ତ ଆକ୍ରାନ୍ତ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି…

Odia Youth Among 3 Indians Abducted by Terror Group in Mali

ମାଲିରେ ଓଡ଼ିଆ ଯୁବକଙ୍କୁ ଅପହରଣ ଘଟଣା: ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି

ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପୃହତ ୩ ଜଣ ଭାରତୀୟ ନାଗରିକଙ୍କ ମଧ୍ୟରୁ ଜଣେ ଓଡ଼ିଆ ରହିଥିବା ସୂଚନା ମିଳିଛି । ଅପହୃତ ଯୁବକ ଜଣକ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସମରଝୋଳ ଗାଁର ପି. ଭେଙ୍କଟରମଣ ବୋଲି ଜଣା ପଡିଛି ।…

patient-dies-after-ambulance-breaks-down-midway

ବାଟରେ ଖରାପ ହେଲା ୧୦୮ ଆମ୍ବୁଲାନ୍ସ, ଚାଲିଗଲା ଜୀବନ

ଗଞ୍ଜାମ ଜିଲ୍ଲାରେ ହୃଦୟ ବିଦାରକ ଦୃଶ୍ୟ । ଗଞ୍ଜାମ ଜିଲ୍ଲା, ଖଲ୍ଲିକୋଟ, ବିରିପୁରର ୧୯ ବର୍ଷୀୟ ଶଙ୍କର ମହାରଣା କାଲି ଘର ପାଖରେ କ୍ରିକେଟ୍ ଖେଳ ଦେଖୁଥିବା ବେଳେ, ପେଟରେ ଜୋରରେ ବଲ ବାଜିଥିଲା । ଶଙ୍କରକୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ…

BJD Hits Out At State Govt Over Berhampur minor girl rape Case

ବ୍ରହ୍ମପୁର ନାବାଳିକା ଦୁଷ୍କର୍ମ ଘଟଣା: ବିଜେପି ନେତାଙ୍କ କୁତ୍ସିତ ଚେହେରା ପଦାକୁ ଆସିଲା କହିଲା ବିଜେଡି

ରାଜ୍ୟରେ ନାରୀ ନିର୍ୟ୍ୟାତନା ଓ ଦୁଷ୍କର୍ମ ଘଟଣା ଉଦବେଗଜନକ ଭାବେ ବୃଦ୍ଧି ହେଉଥିବା ବେଳେ ବ୍ରହ୍ମପୁରରେ ଜଣେ ପୂର୍ବତନ ବିଜେପି ନଗର ସଭାପତିଙ୍କ ଦ୍ୱାରା ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ନାବାଳିକାକୁ ନିଶା ଦେଇ ଦୁଷ୍କର୍ମ କରିବା ଘଟଣାରେ, ବିଜୁ ଜନତା ଦଳ…

rahul gandhi condemns Dalit Men Assaulting case in odisha

ଧରାକୋଟରେ ଦୁଇ ଦଳିତଙ୍କୁ ନିର୍ଯାତନା ଘଟଣାକୁ ନିନ୍ଦା କଲେ କଂଗ୍ରେସ୍ ନେତା ରାହୁଲ ଗାନ୍ଧୀ

ଗଞ୍ଜାମ ଜିଲ୍ଲା, ଆସ୍କାରେ ଦଳିତ ସମାଜର ଦୁଇ ଜଣକୁ ଅକଥନୀୟ ଅତ୍ୟାଚାର କରିବା ଘଟଣାକୁ କଡ଼ା ନିନ୍ଦା କରିଛନ୍ତି ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ଦୁଇ ଯୁବକଙ୍କୁ ଘାସ ଖୁଆଇବା, ମଇଳା ପାଣି…

ଆସ୍କାରେ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ; ବିଭିନ୍ନ ପ୍ରକଳ୍ପର କଲେ ଶିଳାନ୍ୟାସ

ଆଜି ଗଞ୍ଜାମ ଜିଲ୍ଲା ଆସ୍କା ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶା ଯୁବ ବର୍ଗ ପାଇଁ ଅସୀମ ସମ୍ଭାବନାର ରାଜ୍ୟ ହେବ, ଓଡ଼ିଶାର ଯୁବ ସମାଜ…