Tag: Geeta Chanting Competition

State-Level Gita Chanting Contest: ରାଜ୍ୟରେ ଛାତ୍ରଛାତ୍ରୀଙ୍କ ପାଇଁ ଆୟୋଜିତ ହେବ ଗୀତାପାଠ ପ୍ରତିଯୋଗିତା

ରାଜ୍ୟରେ ଛାତ୍ରଛାତ୍ରୀଙ୍କ ପାଇଁ ଆୟୋଜିତ ହେବ ଗୀତାପାଠ ପ୍ରତିଯୋଗିତା । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନା ବୃଦ୍ଧି ଲକ୍ଷ୍ୟରେ ଏହି ପ୍ରୟାସ । ଭଗବଦ୍ ଗୀତାର ଜ୍ଞାନ ଓ ଆଧ୍ୟାତ୍ମିକ ଶିକ୍ଷାକୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପହଞ୍ଚାଇବା ଲକ୍ଷ୍ୟରେ ଓଡ଼ିଶାରେ ଆୟୋଜିତ ହେବ…