ତାଜା ଖବର ରାଜ୍ୟ ଚାଷୀ ପଞ୍ଜୀକରଣ ପାଇଁ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର; ପ୍ରକାଶ ପାଇଲା ବିଜ୍ଞପ୍ତି August 17, 2025 Papirani ଚାଷୀ ଭାଇଙ୍କ ପାଇଁ ଖୁସି ଖବର । ଚାଷୀ ପଞ୍ଜୀକରଣ ପାଇଁ ଆଉ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର । ଏଣିକି ସେଲ୍ଫ ଡିକ୍ଲାରେସନ ବା ନିଜସ୍ବ ଘୋଷଣାନାମାରେ ହୋଇପାରିବ ଚାଷୀଙ୍କ ନାମ ପଞ୍ଜୀକରଣ । ଏଥିପାଇଁ ଯୋଗାଣ ବିଭାଗ ତରଫରୁ…