Tag: Ghatsila bypoll

Ghatshila Bypoll: ଝାଡ଼ଖଣ୍ଡରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଝାଡ଼ଖଣ୍ଡରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଘାଟସିଲା ଉପନିର୍ବାଚନ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ ମୋହନ । ବିଜେପି ପ୍ରାର୍ଥୀ ବାବୁଲାଲ ସୋରେନଙ୍କ ପାଇଁ ପ୍ରଚାର କରିବା ସହ ଆୟୋଜିତ ୨ଟି ଜନସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ। ଓଡ଼ିଶାର…