ରାଜ୍ୟ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 19, 2025 Nirvay କଲେଜ ଓ ବିଶ୍ୱବିଦ୍ୟାଳୟ ପରି ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡିକରେ ଛାତ୍ରୀମାନଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ରାଜ୍ୟ ସରକାର ଏକ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ବିଗତ ଦିନମାନଙ୍କରେ ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରୀମାନଙ୍କ…