ତାଜା ଖବର ରାଜ୍ୟ ଜିଏମ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା ଘଟଣା: ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ July 17, 2025 Papirani ସମ୍ବଲପୁର ଗଙ୍ଗାଧର ମେହର ବିଶ୍ଵବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା ମାମଲାରେ ଗିରଫ ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ । ଏଜୁକେସନ୍ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଗୋପିକାନ୍ତ ସୁନା ନିଲମ୍ବିତ । ଭାରାପ୍ରାପ୍ତ କୁଳପତି ପ୍ରଫେସର ସୁଶାନ୍ତ କୁମାର ଦାଶ ସହକାରୀ ଅଧ୍ୟାପକ ଗୋପିକାନ୍ତ ସୁନାଙ୍କୁ…