Tag: Godabarish Mishra Adarsha Vidyalaya

Godabarish Mishra School Scheme: ୨୦୪ଟି ଗୋଦାବରୀଶ ମିଶ୍ର ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି ଗୋଦାବରୀଶ ମିଶ୍ର ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଖୋର୍ଦ୍ଧା ଜିଲ୍ଲାର ଜଟଣୀ ନିର୍ବାଚନ ମଣ୍ଡଳୀର କୁମାରବସ୍ତ ଲୋକନାଥ ଦେବ ସରକାରୀ ଉଚ୍ଚ ବିଦ୍ୟାଳୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨୦୪ଟି ବିଦ୍ୟାଳୟର ଭିତ୍ତି…