ରାଜ୍ୟ ଗୋମାତା ଯୋଜନା ପାଇଁ ୩୪୨.୬୫କୋଟି କ୍ୟାବିନେଟ ମଞ୍ଜୁରୀ November 13, 2024 Sitaram Senapati ରାଜ୍ୟରେ ମତ୍ସ୍ୟ ଓ ପଶୁସମ୍ପଦର ବିକାଶ ସହ ଚାଷୀମାନଙ୍କୁ ଆର୍ଥିକ ସୁବିଧା ଯୋଗାଇ ଦେବାପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ‘ଗୋମାତା’ ଯୋଜନାରେ ୩ବର୍ଷରେ ୩୪୨.୬୫କୋଟି ଟଙ୍କା ଓ ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା ଅନ୍ତର୍ଗତ ‘କୁକୁଟ୍ଟ ଉନ୍ନୟନ’…