ତାଜା ଖବର ରାଜ୍ୟ ବୃଦ୍ଧି ହେଲା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ August 26, 2025 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ…