ବ୍ୟବସାୟ ଆଜି ଉତ୍କଳମଣି ପଣ୍ତିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ; ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ October 9, 2025 Papirani ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଗୋପବନ୍ଧୁ ଦାସ ଓଡ଼ିଶା ପାଇଁ ତାଙ୍କର ଉତ୍ସର୍ଗୀକୃତ ଜୀବନ, ଅପ୍ରତିମ…