Tag: Gopalpur

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ଜାତୀୟ ମହିଳା କମିଶନଙ୍କ ହସ୍ତକ୍ଷେପ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ହସ୍ତକ୍ଷେପ କଲା ଜାତୀୟ ମହିଳା କମିଶନ । ନିଜ ଆଡୁ ମାମଲା ରୁଜୁ କଲା ମହିଳା କମିଶନ । ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ। ଅନ୍ୟପଟେ ଗୋପାଳପୁର ବେଳାଭୂମିରେ ଯୁବତୀ ଜଣକ କେମିତି…

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ମହିଳାମାନଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ ନବୀନ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଉଦବେଗ ପ୍ରକାଶ କରି ନବୀନ କହିଛନ୍ତି ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ…

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା: ୧୦ ଗିରଫ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ।ସମସ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ। ସୋମବାର ୭ ଜଣ ଯୁବକଙ୍କୁ ଅଟକ ରଖାଯାଇଥିବା ବେଳେ ଆଜି ଗୋପାଳପୁର ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି । ବାହାର ରାଜ୍ୟକୁ ଫେରାର ପାଇଁ…

କଟକ ବସ୍ ‌ଦୁର୍ଘଟଣା: ଜଣେ ମୃତ, ୧୬ ଆହତ

କଟକ ଗୋପାଳପୁର ଛକରେ ‘ଚନ୍ଦନ’ ବସ୍‌ ଓଲଟିବା ଘଟଣାରେ ଜଣେ ମୃତ, ଓ ୧୬ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ମୃତ ବ୍ୟକ୍ତି ବସ୍ ର କଣ୍ଡକ୍ଟର…