ରାଜ୍ୟ Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍ଯାପନୀ ସନ୍ଧ୍ୟାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ January 30, 2026 Nirvay ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ । ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ଆମ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ…