ତାଜା ଖବର ରାଜ୍ୟ ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ June 17, 2025 Nirvay ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୧୦ ଜଣ ଗିରଫ ହୋଇଥିବାବେଳେ କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ଶାଖା ଏହାର ତଦନ୍ତ କରିବା ପାଇଁ ପୋଲିସ ଡିଜି ୱାଇ ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଆଇଜି ଏସ.ସାଇନିଙ୍କ ପ୍ରତ୍ୟକ୍ଷ…