ତାଜା ଖବର ରାଜ୍ୟ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ June 26, 2025 Papirani ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର…