Tag: Goverment

Chit Fund Refund Deadline Extended: ବଢ଼ିଲା ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି ବୃଦ୍ଧି

ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ପୁଣି ସମୟ ଦେଲେ ରାଜ୍ୟ ସରକାର । ସାରା ରାଜ୍ୟର ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ଟଙ୍କା ଫେରସ୍ତ ପ୍ରକ୍ରିୟାର ଅବଧି ବଢାଇଛନ୍ତି ସରକାର । ଓଡ଼ିଶା ଅର୍ଥ ବିଭାଗ ଚିଟ୍ ଫଣ୍ଡ ଠକେଇ ଦ୍ୱାରା ପ୍ରଭାବିତ କ୍ଷୁଦ୍ର ଜମାକାରୀଙ୍କୁ ଟଙ୍କା…

ଆଇପିଏସ ଓ ଓପିଏସ୍ ସ୍ତରରେ ହେଲା ବଡ ଧରଣର ଅଦଳବଦଳ

ଆଜି ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ସେହି ଅନୁସାରେ ଆଜି ୧୮ ଜଣଙ୍କ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ସାତଟି ଜିଲ୍ଲାର ଏସପି ମଧ୍ୟ ବଦଳି ହୋଇଛନ୍ତି। ସନ୍ତୋଷ ବାଲା ହେଲେ ନିର୍ଦ୍ଦେଶକ, ଏସଏଫଏସଏଲ ।…

ଡବଲ ଇଂଜିନ ସରକାର ବାଲିଯାତ୍ରାକୁ ଜାତୀୟ ଉତ୍ସବ ମାନ୍ୟତା ଦିଅନ୍ତୁ: ବିଜେଡି

ଏବର୍ଷର ବାଲିଯାତ୍ରା କାର୍ଯ୍ୟକ୍ରମର ପରିଚାଳନାରେ ହୋଇଥିବା ଅନେକ ବିଭ୍ରାଟକୁ ନେଇ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ବିଜୁ ଜନତା ଦଳ ତରଫରୁ ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ…

ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡିଓ

ବିଭିନ୍ନ ଅଭିଯୋଗ ଆଧାରରେ ରାଜ୍ୟର ମୋଟ ୯୧ ବିଡିଓଙ୍କ ବିରୋଧରେ ରାଜ୍ୟସରକାର ନେଇପାରନ୍ତି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନ ରାଜ୍ୟର କେଉଁ କେଉଁ ବ୍ଲକ ଉନ୍ନୟନ ଅଧିକାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରାଧିନ ଅଛି,…