Tag: Goverment employee

ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ…