Tag: Governor Hari Babu Kambhampati

Odisha Interim DGP Meets Governor: ରାଜ୍ୟପାଳଙ୍କୁ ସାକ୍ଷାତ କଲେ ନୂତନ ଅନ୍ତରୀଣ ଡିଜିପି ବିନୟତୋଷ ମିଶ୍ର

ଲୋକ ଭବନଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ସାକ୍ଷାତ କରିଛନ୍ତି ଓଡ଼ିଶା ପୋଲିସର ନୂତନ ଅନ୍ତରୀଣ ମହାନିର୍ଦ୍ଦେଶକ (DGP) ବିନୟତୋଷ ମିଶ୍ର। ଏହି ସୌଜନ୍ୟମୂଳକ ସାକ୍ଷାତକାର ସମୟରେ ରାଜ୍ୟପାଳ ନୂତନ ଡିଜିପିଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ​ସାକ୍ଷାତକାର ଅବସରରେ ରାଜ୍ୟପାଳ…

Vice Chancellors For 14 Universities: ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

ଓଡିଶା ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାର ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି କରିଛନ୍ତି ।ରାଜ୍ୟର ଅନେକ ପ୍ରମୁଖ ବିଶ୍ଵବିଦ୍ୟାଳୟର କୁଳପତି ନିଯୁକ୍ତ ହୋଇଛନ୍ତି । ଏହା ସହିତ ପ୍ରମୁଖ ବିଶ୍ଵ ବିଦ୍ୟାଳୟରେ ଦୀର୍ଘ ସମୟ ଧରି…

United Opposition Submits Memorandum to Governor: ରାଜ୍ୟ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କ ବହିଷ୍କାର ପାଇଁ ରାଜ୍ୟପାଳଙ୍କୁ ମିଳିତ ବିରୋଧୀ ଦଳର ସ୍ମାରକପତ୍ର ପ୍ରଦାନ

ମିଳିତ ବିରୋଧୀ ଦଳର ଏକ ୪୯ ଜଣିଆ ପ୍ରତିନିଧି ଦଳ ଲୋକଭବନ ରେ ଓଡ଼ିଶାର ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ । କଟକ ବଡ ଡାକ୍ତରଖାନାରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ଓ ମୃତ୍ୟୁ ଘଟଣା ପାଇଁ ଦାୟୀ ସମସ୍ତ ଅଧିକାରୀଙ୍କ ବିରୋଧରେ…

Odisha Raj Bhavan Renamed: ‘ରାଜ ଭବନ’ ର ନାମ ପରିବର୍ତ୍ତିତ ହୋଇ ହେଲା ‘ଲୋକ ଭବନ’

ଆନୁଷ୍ଠାନିକ ଭାବରେ ‘ରାଜ ଭବନ’ ର ନାମ ପରିବର୍ତ୍ତନ କରାଯାଇ ‘ଲୋକ ଭବନ’ ନାମରେ ନାମିତ କରାଯାଇଛି । ଏହି ପରିବର୍ତ୍ତନ ସମ୍ପର୍କରେ ରାଜ ଭବନ ପକ୍ଷରୁ ସୋମବାର ଏକ ବିଜ୍ଞପ୍ତି ଜାରି କରାଯାଇଛି । ଏହା ଓଡ଼ିଶାର ପ୍ରଶାସନିକ ପରିଚୟରେ…

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରାଜଭବନରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିବା ସୂଚନା । ତେବେ ରାଜ୍ୟପାଳଙ୍କୁ କାହିଁକି ଭେଟିଛନ୍ତି ତାହା ଜଣାପଡ଼ିନାହିଁ। ରାଜ୍ୟରେ ବଢୁଥିବା ଆଇନଶୃଙ୍ଖଳା ସ୍ଥିତି ଓ…

ଏଫଏମ କଲେଜ ଘଟଣା: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ କଥା ହେଲେ ରାଜ୍ୟପାଳ; ନିଆଯାଇଥିବା ପଦକ୍ଷେପ ବିଷୟରେ ମାଗିଲେ ବିସ୍ତୃତ ସୂଚନା

ବାଲେଶ୍ୱରର ଏଫଏମ ସ୍ୱୟଂଚାଳିତ କଲେଜର ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣା ସମ୍ପର୍କରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ କଥା ହେଲେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି । ଘଟଣାରେ ନିଆଯାଇଥିବା ପଦକ୍ଷେପ ବିଷୟରେ ମାଗିଲେ ବିସ୍ତୃତ ସୂଚନା ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି

ଓଡିଶା ପହଞ୍ଚିବା ପରେ ପୁରୀରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଓଡିଶାର ନବନିଯୁକ୍ତ ରାଜ୍ୟପାଳ ହରିବାବୁ କମ୍ଭମପତି । ଆଜି ପୁରୀ ରାଜଭବନରେ ସେ ରାତ୍ରିଯାପନ କରିବେ । ଆସନ୍ତାକାଲି ଭୁବନେଶ୍ୱର ଫେରି ଜାନୁଆରୀ ୩ ତାରିଖ (ଶୁକ୍ରବାର ଦିନ) ଓଡ଼ିଶାର…