Tag: Governor

ASOଙ୍କୁ ମାଡ଼ ମାରିବା ଘଟଣା: ରାଜଭବନ ଆଗରେ କଂଗ୍ରେସର ବିକ୍ଷୋଭ

ରାଜଭବନ ଆଗରେ ଯୁବ ଓ ଛାତ୍ର କଂଗ୍ରେସର ବିକ୍ଷୋଭ । ରାଜ୍ୟପାଳଙ୍କ ପୁଅ ASO ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ରାଜଭବନ ଆଗରେ କଂଗ୍ରେସର ବିକ୍ଷୋଭ । ରାଜ୍ୟପାଳଙ୍କ ଇସ୍ତଫା ସହ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି । ରାଜ୍ୟପାଳ…

ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ନ୍ୟାୟ ମାଗିଲା ବିଜେଡି

ରାଜ୍ୟପାଳଙ୍କ ପୁଅ ନାଁରେ ଏଏସ୍‌ଓଙ୍କୁ ମାଡ଼ ଅଭିଯୋଗ ଘଟଣାରେ ମୁଖ୍ୟମନ୍ତ୍ରୀ ନ୍ୟାୟ ଦିଅନ୍ତୁ କହିଲେ ବିଜେଡି ନେତା ପ୍ରତାପ ଦେବ । ସେ କହିଛନ୍ତି ମାନ୍ୟବର ରାଜ୍ୟପାଳଙ୍କ ପୁଅ ଜଣେ ସରକାରୀ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଛନ୍ତି ।…

ଘୋଷଯାତ୍ରାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର ପୁରୀ । ଆଜି ରଥଯାତ୍ରାରେ ସାମିଲ ହୋଇ ମହାବାହୁଙ୍କ ଆଶୀର୍ବାଦ ନେଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ସହ ଅଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ…

ଆକ୍ସନ ମୋଡ଼ରେ ନୂଆ ମୁଖ୍ୟ ଶାସନ ସଚିବ

ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଦାୟିତ୍ୱ ନେବା ପରେ ଆକ୍ସନ ମୋଡ଼କୁ ଆସିଛନ୍ତି। ଆଜି ସନ୍ଧ୍ୟାରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ…