ତାଜା ଖବର ରାଜ୍ୟ Gram Rakshis Allowance Hike: ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ January 22, 2026 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଗ୍ରାମାଞ୍ଚଳରେ ଆଇନ…