ତାଜା ଖବର ରାଜ୍ୟ Grid Substation in Keonjhar: ମଧୁବାବୁଙ୍କ ଜୟନ୍ତୀରେ କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୬୪୭ କୋଟି ଟଙ୍କାର ଗ୍ରୀଡ୍ ସବଷ୍ଟେସନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପିତ April 28, 2026 Papirani କେନ୍ଦୁଝର ଜିଲ୍ଲାକୁ ଏକ ସମୃଦ୍ଧ ଶିଳ୍ପ ହବ୍ରେ ପରିଣତ କରିବା ଲକ୍ଷ୍ୟରେ ଆଜି ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ବଡ଼ବିଲ ଅଂଚଳର…