Tag: Grievance

୨୨ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ଜୁଲାଇ ୨୨ ତାରିଖ ସୋମବାରଠାରୁ ଆରମ୍ଭ ହେଉଛି। ତେଣୁ ସେହିଦିନ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଲୋକଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏହି…

ପ୍ରତି ସୋମବାର ଅଭିଯୋଗ ଶୁଣିବେ ୨ ମନ୍ତ୍ରୀ: ମନମୋହନ

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରତି ସୋମବାର ଅଭିଯୋଗ ଶୁଣିବେ ୨ ମନ୍ତ୍ରୀ। ଆଜି ଅଭିଯୋଗ ଶୁଣୁଛନ୍ତି ପରିବହନ ମନ୍ତ୍ରୀ ରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ଶୁଣାଣି ନେଇ ରାଜ୍ୟ ବିଜେପି ସଭାପତି ମନମୋହନ…

ଏଯାବତ୍ ୧୦୦୦ ଅଭିଯୋଗର ଶୁଣାଣି ହୋଇଛି: ମୁଖ୍ୟମନ୍ତ୍ରୀ

ଅଭିଯୋଗ ଶୁଣାଣି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା ଦେଇଛନ୍ତି। ଆଜି ମୋଟ୍ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଛି। ଏଯାବତ୍ ୧୦୦୦ ଅଭିଯୋଗର ଶୁଣାଣି ଶେଷ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। RDCସ୍ତରରେ ଅଭିଯୋଗର ସମାଧାନ ପାଇଁ ଯୋଜନା କରାଯାଉଛି। ଆମେ…

୮ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୮ ତାରିଖରେ ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦେଇଛି।