Tag: Grievance hearing

2 Farmers Attempt Suicide in kendrapada: ଜନ ଶୁଣାଣି ବେଳେ ଦୁଇ ଚାଷୀଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ବେଳେ ଚାଷୀଙ୍କ ଜୀବନ ହାରିବାକୁ ଉଦ୍ୟମ । ସମସ୍ୟାର ସମାଧାନ ନହେବାରୁ ପ୍ରଶାସନ ସମ୍ମୁଖରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଦୁଇ ଚାଷୀ। ବେଆଇନ ଚିଙ୍ଗୁଡ଼ି ଘେରି ବିରୋଧରେ…

ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ଲୋକଙ୍କ ଦୁଃଖ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୋହନ ସରକାର ଦାୟିତ୍ୱ ନେବା ପରେ ଏହା ହେଉଛି ପଞ୍ଚମ ଜନ ଶୁଣାଣି । ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । କିଛି ଦିନ…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ନୂତନ ଆଶା ଆଣିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନତା ଦରବାର ଆରମ୍ଭ। ମୁଖ୍ୟମନ୍ତ୍ରୀଙ୍କ ଏହି ଅଭିଯୋଗ ଶୁଣାଣି ଲୋକଙ୍କ ମନରେ ଏକ ନୂତନ ଆଶା ସଞ୍ଚାର କରିଛି। ମାଳ ମାଳ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଜନତା। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନତାଙ୍କ…