Tag: Grievances

Digital Grievance Hearing: ଏଣିକି ଡିଜିଟାଲରେ ଅଭିଯୋଗ ଶୁଣିବେ ବିଧାୟକ

ସହଜ ହେବ ଅଭିଯୋଗ ଶୁଣାଣି। ଡିଜିଟାଲରେ ଅଭିଯୋଗ ଶୁଣିବେ ବିଧାୟକ। ଅଭିଯୋଗର ଶୀଘ୍ର ସମାଧାନ ପାଇଁ ଏହି ବ୍ୟବସ୍ଥା କରାଯିବ। ବିଭିନ୍ନ ଅଞ୍ଚଳରେ କରାଯିବ ଡିଜିଟାଲ୍ ବ୍ୟବସ୍ଥା। ସରକାର ଏ ସବୁକୁ ବିଚାର କରୁଥିବା ନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି…

ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଆଜି ସପ୍ତମ ଥର ଜନତା ପାଇଁ ଖୋଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ଜନତା ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିଜ ଗୁହାରି…