Tag: GST

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; GST ସଂସ୍କାର ନେଇ କଲେ ପ୍ରଶଂସା

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କୋଲକାତାରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ । ପାଗ ଖରାପ ଯୋଗୁ ଭୁବନେଶ୍ୱର ବଦଳରେ ଯାଇଥିଲେ କୋଲକାତା । ଦିଲ୍ଲୀରୁ ଭୁବନେଶ୍ୱର ଏୟାରପୋର୍ଟରେ ନ ଓହ୍ଲାଇ ପାରି କୋଲକାତାରେ କରିଥିଲେ ଅବତରଣ ।…

କେନ୍ଦୁପତ୍ର ଓ ହ୍ୟାଣ୍ଡଲୁମ ସାମଗ୍ରୀ ଉପରୁ ସମ୍ପୂର୍ଣ୍ଣ
ଜିଏସ୍ଟି ଛାଡ଼ କରିବାକୁ ଦାବି କଲା ବିଜେଡି

କେନ୍ଦ୍ର ସରକାରଙ୍କ ଦ୍ୱାରା ପୂର୍ବରୁ ପ୍ରଚଳିତ ହୋଇ ଆସୁଥିବା ଜିଏସ୍ଟି ସ୍ଲାବ୍ରେ ପରିବର୍ତ୍ତନ ଆଣିବା ପରେ, କେନ୍ଦୁପତ୍ର ଓ ହ୍ୟାଣ୍ଡଲୁମ ଜିନିଷ ଉପରୁ ସମ୍ପୂର୍ଣ୍ଣ ଜିଏସ୍ଟି ଛାଡ଼ ଦାବି ଗ୍ରହଣ କରାଯାଇ ନଥିବାରୁ, ବିଜୁ ଜନତା ଦଳ କ୍ଷୋଭ ପ୍ରକାଶ କରିଛି…

GST ରେ ବଡ଼ ସଂସ୍କାର: ହଟିବ ୧୨% ଓ ୨୮% ଟିକସ ବ୍ୟବସ୍ଥା

୪ଟି ନୁହେଁ ୨ଟି ସ୍ଲାବରେ ହେବ ଜିଏସଟି । ୨ ଜିଏସଟି ହାର ପ୍ରସ୍ତାବକୁ ସମର୍ଥନ କରିଛି ଜିଏସଟି ପ୍ୟାନେଲ । ସୂଚନା ଅନୁସାରେ ୨ଟି ସ୍ଲାବ ବିଶିଷ୍ଟ ହେବ ଜିଏସଟି । ଗୋଟିଏ ହେଉଛି ୫% ସ୍ଲାବ ଓ ଅନ୍ୟଟି…

ଆଜି ୭୯ତମ ସ୍ୱାଧୀନତା ଦିବସ; GSTରେ ସଂସ୍କାର ଆଣିବୁ କହିଲେ ପ୍ରଧାନମନ୍ତ୍ରୀ ମୋଦି

ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ। ସ୍ବାଧୀନତା ସଂଘର୍ଷର ପ୍ରତିଟି ମୁହୂର୍ତ୍ତକୁ ମନେ ପକାଉଛି ସାରା ଦେଶ। ଦେଶର ୭୯ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ଦୁଇଟି ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଏହି ଦୀପାବଳିରେ…

୨୦୦୦ ଟଙ୍କା ୟୁପିଆଇ ପ୍ରଦାନ ଉପରେ ଲାଗିବନି ଜିଏସଟି

୨୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର ଉପରେ ଜିଏସ୍ ଟି ଲାଗୁ କରିବାକୁ ଯୋଜନା କରୁଥିବା ଖବରକୁ କେନ୍ଦ୍ର ସରକାର ଦୃଢ଼ତାର ସହ ଖଣ୍ଡନ କରିଛନ୍ତି । ଅର୍ଥ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ବର୍ତ୍ତମାନ ସରକାରଙ୍କ ଏଭଳି କୌଣସି ପ୍ରସ୍ତାବ…

କ୍ୟାନସର ଔଷଧରୁ କମିଲା ଜିଏସଟି

କ୍ୟାନସର ପାଇଁ କିଛି ଔଷଧ ଉପରେ ଜିଏସଟି ପରିମାଣ କମିଛି । ନୂଆଦିଲ୍ଲୀରେ ଅନୁଷ୍ଠିତ ଜିଏସଟି କାଉନସିଲର ୫୪ତମ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କିଛି ଔଷଧ ଉପରେ ୧୨ରୁ ୫ ପ୍ରତିଶତକୁ ଜିଏସଟି କମିଛି। ନମକିନ ଉପରେ ୧୮ରୁ…

ଏୟାରପୋର୍ଟରୁ ସୁନା ରୂପା ଜବତ ପରେ ଜିଏସଟି ଅଫିସରେ ସୁନା ଦୋକାନୀଙ୍କ ଭିଡ଼

ଜିଏସଟି ଅଫିସରେ ସୁନା ଦୋକାନୀଙ୍କ ଭିଡ଼ । ଗତକାଲି ଭୁବନେଶ୍ବର ଏୟାରପୋର୍ଟରୁ ୮୦ କେଜି ସୁନା ଓ ଅନ୍ୟ କଣ୍ଟେନରରେ ଦେଢ କ୍ବିଣ୍ଟାଲ ରୂପା ଜବତ ହେବା ପରେ ଆଜି ଜିଏସଟି ଅଫିସରେ ପହଞ୍ଚିଲେ ଏକାଧିକ ସୁନା ଦୋକାନୀ । ସେଠାରେ…

ଜିଏସ୍‌ଟି ଆସିଷ୍ଟାଣ୍ଡ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ

ଯାଜପୁର ସିଟି ଓ ଜିଏସଟି ଏନଫୋର୍ସମେଣ୍ଟ ଅସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଟିକସ୍ ହେରଫେର ଅଭିଯୋଗରେ ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି । ତାଙ୍କ ନାଁରେ ପ୍ରାୟ ୫…

କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେଲେ ଓଡ଼ିଶା ଉପ-ମୁଖ୍ୟମନ୍ତ୍ରୀ

ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ। ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର…

ଆଜି ବସିବ ୫୩ତମ ଜିଏସଟି ପରିଷଦ ବୈଠକ

ଆଜି ବସିବାକୁ ଯାଉଛି ଦ୍ରବ୍ୟ ଏବଂ ସେବା ଟିକସ (ଜିଏସଟି) ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ। ନୂଆଦିଲ୍ଲୀରେ ବସିବାକୁ ଯାଉଥିବା ଜିଏସ୍‌ଟି ପରିଷଦର ଏହି ୫୩ ତମ ବୈଠକରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଧ୍ୟକ୍ଷତା କରିବେ। ଦୀର୍ଘ ୮ ମାସର ବ୍ୟବଧାନ…